କୁଳିଗାଁ ପଞ୍ଚାୟତ ର ଗମ୍ଭାରିଆ ଠାରେ ସ୍ବର୍ଗତ ହେପିଙ୍କ ସ୍ମୃତି ଉଦ୍ଦେଶ୍ୟରେ ଜୟଦୂର୍ଗା ଯୁବକ ସଂଘ ତରଫରୁ ଆୟୋଜିତ ଏକ ଦିନିକିଆ ଭଲିବଲ ଟୁରନା ମେଣ୍ଟ ରେ ଆଚ୍ଛା ସଙ୍ଗଠନ ଅତିଥି ଭାବେ ଯୋଗଦାନ କରିଥିଲେ । ଏଥିରେ ସଂଗଠନର ସଭାପତି ବିସ୍ମିତ ରଞ୍ଜନ ଦାସ ମୁଖ୍ୟ ଅତିଥି ଓ ସମ୍ପାଦକ ରଞ୍ଜିତ କୁମାର ପୃଷ୍ଟି ସମ୍ମାନିତ ଅତିଥି ଥିଲେ ।
You May Also Like

ଆଚ୍ଛା ସଙ୍ଗଠନ ପକ୍ଷରୁ ରାସ୍ତାମଝିର ଶୋଇଥିବା କିଛ ଅସହାୟ ବାସହରାମାନଙ୍କୁ ଖାଦ୍ୟ ବଣ୍ଟନ

mail@isolutionindia.inMay 18, 2023
Activities

ଭଦ୍ରକ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ସି.ବି.ଆଇ ତଦନ୍ତ ପାଇଁ ଏକ ଦାବିପତ୍ର ପ୍ରଦାନ କରାଯାଇଛି

mail@isolutionindia.inJanuary 9, 2023
Activities

ବାହାନଗା ବି.ଡ଼ି.ଓ. ରଘୁନାଥ ପାଣିଗ୍ରାହୀଙ୍କ ନିଲମ୍ବନ ଏବଂ ଗିରଫ ଦାବୀରେ ଆଚ୍ଛା ସଙ୍ଗଠନ ପକ୍ଷରୁ ବାଲେଶ୍ୱର ଏସ୍. ପି.ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ ଥାନାରେ ଲିଖିତ ପତ୍ର

mail@isolutionindia.inJanuary 9, 2023